ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆମ ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଅନନ୍ୟ ପ୍ରତୀକ ଏହି ରଜ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଭରିଦେଉ।
ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଛାତ୍ରଛାତ୍ରୀମାନଙ୍କ ଜୀବନ ମଙ୍ଗଳମୟ ହେଉ।
ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଛାତ୍ରଛାତ୍ରୀମାନଙ୍କ ଜୀବନ ମଙ୍ଗଳମୟ ହେଉ।